01/06/2026
ରାଜ୍ୟର ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବା ସହ ଗ୍ରାମାଞ୍ଚଳର ବିକାଶକୁ ଅଗ୍ରାଧିକାର ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। 'ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା' ଓ 'ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା' ମାଧ୍ୟମରେ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଦିଗରେ ନିରନ୍ତର କାର୍ଯ୍ୟ ଜାରି ରହିଛି।